ଜଟଣୀ ବାଇପାସ୍ ଓଭର ବ୍ରିଜ୍ ଉପରେ ମୋ ବସ ସହ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ କିଛି ଲୋକ ଆହତ ହୋଇଥିବା ସୂଚନା ରହିଛି। ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଆହତଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି ଖୋର୍ଦ୍ଦାରେ। ମୋ ବସ ଏବେ ଟ୍ରକ ମୁହାମୁହିଁ ଧକ୍କା। ଫଳରେ କିଛି ଲୋକ ଆହତ ହୋଇଥିବା ଜଣାପଡିଛି। ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *