ପ୍ରକାଶ ପାଇଲା JEE(Main) ରେଜଲ୍ଟ। ୯୯.୯୮ ପର୍ସେଣ୍ଟାଇଲ ସହ ପ୍ରିୟଙ୍କା ସର ରାଜ୍ୟ ଟପ୍ପର ହୋଇଛନ୍ତି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି NTA JEE Main ୨୦୨୩ ସେସନ-୨ ରେଜଲ୍ଟ ପ୍ରକାଶ କରିଛି। ଯେଉଁ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଥିବେ, ସେମାନେ ସେମାନଙ୍କ ରେଜଲ୍ଟ ଅଫିସିଆଲ ୱେବ୍‌ସାଇଟ୍‌ jeemain.nta.nic.in କୁ ଯାଇ ଚେକ୍‌ କରିପାରିବେ।ଏହି ଫଳ nta.ac.in ରେ ମଧ୍ୟ ପ୍ରକାଶ ପାଇଛି। ସର୍ବଭାରତୀୟ ସ୍ତରରେ ୪୩ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

Leave a Reply

Your email address will not be published. Required fields are marked *