Category: କୋର୍ଟ

ଜେଲ୍-ବେଲ୍-ଶେଷରେ ଦଣ୍ଡାଦେଶ ସସପେଣ୍ଡ୍: ଦିଲ୍ଲୀପ ରାୟ ଆଶ୍ୱସ୍ତ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ର ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ସ୍ୱତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ସସପେଣ୍ଡ କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ର ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ସିବିଆଇ କୋର୍ଟ ଦେଇଥିବା…