Category: ସିବିଆଇ

ହଠରାସ ଘଟଣାର ତଦନ୍ତ କରିବ ସିବିଆଇ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହଠରାସ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପୀଡ଼ିତାଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ଭାର ସ୍ୱତନ୍ତ୍ର ତଦନ୍ତକାରୀ ଦଳ(ଏସଆଇଟି)କୁ ଦେଇଥିଲେ। ଏହି ଟିମ୍‌ ୭ ଦିନ ମଧ୍ୟରେ ରିପୋର୍ଟ…